ମେଷ ରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ପଡିବ 12ଟି ରାଶି ଉପରେ ପ୍ରଭାବ ଦେଖନ୍ତୁ
ତା ୧୪ / ୦୪ / ୨୦୨୨ ମସିହା ଗୁରୁବାରଦିନ ମୀନରାଶିରୁ ମେଷରାଶିକୁ ରବି ସଂକ୍ରମଣ କରିବା ଫଳରେ କଣ ରହିବ ବାରଟି ରାଶିର ଶୁଭାଶୁଭ, କେମିତି କଟିବ ଏଇ ମାସଟି କଣ କରିବେ ଅଶୁଭ ରବିଙ୍କ ପାଇଁ ପ୍ରତିକାର ଆସନ୍ତୁ ଜାଣିବା । ବୈଦିକ ଜ୍ୟୋତିଷ ଶାସ୍ତ୍ରରେ ରବି ମହାଗ୍ରହଙ୍କୁ ସବୁ ଗ୍ରହଙ୍କ ଠାରୁ ଶ୍ରେଷ୍ଠଗ୍ରହ ବୋଲି କୁହାଯାଏ । ଜନ୍ମକୁଣ୍ଡଳୀରେ ଅନ୍ୟ ଗ୍ରହ ଯେଉଁ ପରିସ୍ଥିତିରେ ରହିଲେ … ଅଧିକ ପଢନ୍ତୁ

