ସେପ୍ଟେମ୍ବର 19 ତାରିଖରୁ ସେପ୍ଟେମ୍ବର 25 ତାରିଖ ସାପ୍ତାହିକ ରାଶିଫଳ, ଏହି 3ଟି ରାଶିର ବନୁଛି ମହାସଂଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନଙ୍କର ବ୍ୟବସାୟ ଓ କ୍ୟାରିଅର କ୍ଷେତ୍ରରେ ପରିବର୍ତ୍ତନ ଆସିବା ସହ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତିହେବ। ପଡୋଶୀଙ୍କ ସହିତ ଲାଗିଥିବା ବିବାଦ ଦୂର ହେବ। ବହୁତ ଦିନରୁ ଅଟକିଥିବା କାର୍ଯ୍ୟ ପୂର୍ଣ୍ଣ ହେବ। କାହାକୁ ଉଧାର ଦେଇଥିବା ବା ଅଟକିଥିବା ଟଙ୍କା ମିଳିଯିବ। କୌଣସିଠାରୁ ପ୍ରିୟ ଓ ଶୁଭ ସମାଚାର ପ୍ରାପ୍ତ ହେବ। ବାହନ ଓ ଭୌତିକ ଐଶ୍ଵର୍ଯ୍ୟ ସାଧନରେ ବୃଦ୍ଧି ହେବ। … ଅଧିକ ପଢନ୍ତୁ

