ଜାନୁୟାରୀ 09 ତାରିଖରୁ ଜାନୁୟାରୀ 15 ତାରିଖ 2023 ସାପ୍ତାହିକ ରାଶିଫଳ, ଏହି 5ଟି ରାଶିର ବନୁଛି ରାଜଯୋଗ
ମେଷ:-ଏସପ୍ତାହରେ ମହିଳା ଓ ପୁରୁଷ ମାନେ ସନ୍ତାନ ସନ୍ତତିଙ୍କ ମର୍ଜି ରକ୍ଷାକରି ଶାନ୍ତିଶୃଙ୍ଖଳା ବଜାୟ ରଖିବେ। ସ୍ୱାସ୍ଥ୍ୟରେ ଉନ୍ନତି ପରିଲିକ୍ଷିତ ହେବ। ପାରିବାରିକ କ୍ଷେତ୍ରରେ ସ୍ନେହସଦ୍ଭାବର ବୃଦ୍ଧି ହୋଇ ସୁସ୍ଥ ବାତାବରଣ ଜାରି ରହିବ। ଦୂରଯାତ୍ରାର ସୁଯୋଗ ପାଇବେ। ବାଦବିବାଦ, ମାଲିମୋକଦ୍ଦମା, ପ୍ରତିଦ୍ୱନ୍ଦିତା, କ୍ରିଡା, ପ୍ରତିଯୋଗିତା ପରୀକ୍ଷା ଓ ସାକ୍ଷାତ୍କାରରେ ବିଜୟୀ ହେବେ। ବ୍ୟବସାୟ କ୍ଷେତ୍ରରେ ବକେୟା ଅର୍ଥ କିଛି ମିଳିବା ସହ ଆଶାତୀତ ଲାଭମିଳିବ ଓ କରଜର ମାତ୍ରା … ଅଧିକ ପଢନ୍ତୁ

